

ଭୁବନେଶ୍ୱର(ସମୃଦ୍ଧଓଡିଶା)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ।
ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।
ରିପୋର୍ଟ : ରଜତ ମହାପାତ୍ର