

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା NAC କଲ୍ୟାଣ ମଣ୍ଡପ ଠାରେ ଆବାସ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୮୬ଜଣ ଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଯୋଜନାରେ ବଣ୍ଟନ କରିଛନ୍ତି । ଏହି ଅବସରରେ ବୁଗୁଡା NAC କାର୍ଯ୍ୟନିର୍ବାହୀ ଅଧିକାରୀ, ପୂର୍ବତନ ଉପାଧ୍ୟକ୍ଷ, କାଉନସିଲର, ସରକାରୀ କର୍ମଚାରୀ ଓ ହିତାଧିକାରୀମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
