

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ସଭାପତି ରାହୁଲ ଗାନ୍ଧି । ଏହି ଅବସରରେ ସେ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ ଜଗତସିଂହପୁରରେ ମଧ୍ୟ ସଭା କରିପାରନ୍ତି ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ।
ରିପୋର୍ଟ : ଆକାଶ ମିଶ୍ର