

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଏନଏସିର ମିଶ୍ରଣ ପର୍ବ ରାଆଣ୍ଡି ଆଇବି ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ଏନଏସିର ରଞ୍ଜିତ ସାହୁଙ୍କ ନେତୃତ୍ୱରେ ୩୦୦ରୁ ଉର୍ଦ୍ଧ୍ଵ ବିଜେପି କର୍ମୀ ଦଳ ତ୍ୟାଗ କରି ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତରେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ପୋଲସରା ଏନଏସିର ବହୁ ବିଜୁ ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ
