ଏବେ ଏବେର ଖବର:ଓଡ଼ିଶା ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

ଭୁବନେଶ୍ୱର (ସମୃଦ୍ଧଓଡିଶା)ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ହକି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ । ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହକି ତାରକା ଅମିତ ରୋହିଦାସ । ପ୍ୟାରିସ ଅଲମ୍ପିକ୍ସ ବିଜୟୀ ଭାରତୀୟ ହକି ଦଳର ଓଡ଼ିଆ ଖେଳାଳୀ ଅମିତ ରୋହିଦାସଙ୍କୁ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ରିପୋର୍ଟ : ରଜତ ମହାପାତ୍ର