

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ବିଷ୍ଣୁଚକ୍ର ପ୍ରାଥମିକ ବିଦ୍ୟାଳୟରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ “ରକ୍ତଦାନ ଶିବିର” ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ଜୀବନ ବିନ୍ଦୁ ଗଞ୍ଜାମ ଜିଲ୍ଲା ସଂଯୋଜକ ସୁବାଷ ମହାରଣା, ମେଡିକାଲ କର୍ମଚାରୀ ଓ ସ୍ବେଚ୍ଛାସେବୀ ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

