

କେନ୍ଦ୍ରାପଡା (ସମୃଦ୍ଧ ଓଡିଶା) କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀର କପିଳେଶ୍ୱର ମଣ୍ଡପଠାରେ ବିଜୁ ଜନତା ଦଳର ନିର୍ବାଚନ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତି ଏବଂ ବିଧାନସଭା ପ୍ରାର୍ଥୀ ଶଶୀଭୂଷଣ ବେହେରା, ପର୍ଯ୍ୟବେକ୍ଷକ ଶ୍ରୀକାନ୍ତ ସାହୁ ଏବଂ ବମ୍ବେ ସହରର ସିନେ ତାରକା ଅଭିନେତା ଅଫତବ ଓ ଅଭିନେତ୍ରୀ ପ୍ରିତି ଯୋଗଦେଇ ଭୋଟରମାନଙ୍କୁ ବିଜୁ ଜନତା ଦଳର ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ଭୋଟ ଭିକ୍ଷା କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
