

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡ଼ି ଗ୍ରାମ ପଞ୍ଚାୟତର ଶ୍ରୀ ଗୋପୀନାଥ ବିଦ୍ୟାପୀଠର ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏହା ସହ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ, ପ୍ରଧାନ ଶିକ୍ଷକ, ବହୁ ମାନ୍ୟଗଣ ବ୍ୟକ୍ତି ଓ ଛାତ୍ରଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

