

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମର ବଡ ଦାଣ୍ଡ ଠାରେ ଗୋଲିଆ ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଗୋଷ୍ଠି ସଙ୍ଘର୍ଷ ପାଇଁ ଶାନ୍ତିପୂର୍ଣ୍ଣ ସାଙ୍ଗଠନିକ ବୈଠକ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ଗୋଲିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ଓ ସମିତିସଭ୍ୟା ଓ ଗ୍ରାମର ସମସ୍ତ ବିଜେପି କର୍ମୀ ଦଳ ତ୍ୟାଗ କରି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା