

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭୋଟର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ୨୫ ନଭେମ୍ବର ଠାରୁ ଆରମ୍ଭ ହୋଇ ଡିସେମ୍ବର ୨୪ ପର୍ଯ୍ୟନ୍ତ ପଞ୍ଜିକରଣ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ସହକାରୀ ଜିଲ୍ଲାପାଳ ଉପଜିଲ୍ଲାପାଳ ହରିହର ପଞ୍ଚୁଆତି, ଅକ୍ଷୟ ମହାନ୍ତି ଏବଂ ସମସ୍ତ କର୍ମଚାରୀ ମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି