

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲା ସଦର ମହକୁମା ଷ୍ଟାଡିୟମରେ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ ପାଳିତ ହୋଇଯାଇଛି । ଏହି ଅବସରରେ ଓଡିଶାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରି ପ୍ୟାରେଡ଼ ପରିବେଷଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି
