

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ପୋକସୁଙ୍ଗା ଓ ରାବଗଡ ଗ୍ରାମର କୋଠଘରକୁ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉଦଘାଟନ କରିଛନ୍ତି ଏବଂ ବେଢ଼ାଖୋଲ, ବରଡାସାହି, ସମଲେଇ ଗ୍ରାମକୁ ଯାଇ ଲୋକମାନଙ୍କ ସମସ୍ୟା ବୁଝିବା ସହ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି । ବୁଗୁଡା ବ୍ଲକ ଅଧ୍ୟକ୍ଷା, ଜିଲ୍ଲା ପରିଷଦ, ସରପଞ୍ଚ ସମିତିସଭ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

