ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଭିଡିଓ କନଫେରେନ୍ସ ହଲର ଉଦଘାଟନ ହୋଇଯାଇଛି …

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ନୂତନ ଭିଡିଓ କନଫେରେନ୍ସ ହଲର ଉଦଘାଟନ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନୁଷ୍ଠାନିକ ଭାବେ ଭିଡ଼ିଓ କନଫେରନ୍ସ ମାଧ୍ୟମରେ ଲୋକାର୍ପଣ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଧକ୍ଷା, ସମସ୍ତ ଜିଲ୍ଲା ପରିଷଦ, ବ୍ଲକ କର୍ମଚାରୀ, ସମସ୍ତ ସରପଞ୍ଚ, ସମିତି ସଭ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀମାନେ ଉପସ୍ଥିତ ଥିଲେ । 

ରିପୋର୍ଟ : ନିମାଇଁ ଚରଣ ପଣ୍ଡା