




ବ୍ରହ୍ମପୁର(ସମୃଦ୍ଧ ଓଡିଶା )ପୋଲିସ ଡ଼ିଆଇଜି ସତ୍ୟବ୍ରତ ଭୋଇଙ୍କୁ ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିଅର ସିଟ୍ ଜେନ୍ ଫୋରମସ୍ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବ୍ରହ୍ମପୁରରେ ରବି ମହାରଣାଙ୍କ ସମେତ ବରିଷ୍ଠ ବ୍ୟକ୍ତି ବିଶେଷ ଡ଼ିଆଇଜି ସତ୍ୟବ୍ରତ ଭୋଇଙ୍କୁ ସାକ୍ଷାତ କରି ଅଭିନନ୍ଦନ ଜଣାଇବା ସହ ସ୍ୱାଗତ କରିଥିଲେ ଏଥି ସହିତ ବରିଷ୍ଠ ନାଗରିକ ମାନଙ୍କ ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା ।
ରିପୋର୍ଟ : ଗଞ୍ଜାମ ଜିଲ୍ଳା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
