

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଠାରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଆସ୍କା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟି, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଯୋଗ ଦେଇ ବିଜୁ ବାବୁଙ୍କ ଉପରେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜନପ୍ରତିନିଧି ଓ ପୋଲସରା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ୩୦୦୦ରୁ ଉର୍ଦ୍ଧ ଜନସାଧାରଣ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

