

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରଚୁଲି ଠାରେ ୭୦ତମ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବୃକ୍ଷରୋପଣ କରିଛନ୍ତି । ଏଥିରେ ଭଞ୍ଜନଗର ଦକ୍ଷିଣ ବନଖଣ୍ଡ ଅଧିକାରୀ, ବୁଗୁଡ଼ା ତହସିଲଦାର, ବନ ବିଭାଗର ସମସ୍ତ ସରକାରୀ କର୍ମଚାରୀଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଅଂଶ ଗ୍ରହଣ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

