

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବନାଞ୍ଚଳ(ଦକ୍ଷିଣ ଘୁମୁସର ବନଖଣ୍ଡ) ଠାରେ ଶ୍ରୀଯୁକ୍ତ ଦୁଃଶାସନ ନାୟକ(ଅବସର ପ୍ରାପ୍ତ ବନାଞ୍ଚଳ ଅଧିକାରୀ)ଙ୍କୁ ବିଦାୟ ସମ୍ବର୍ଦ୍ଧନା ସଭା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଡିଏଫଓ ଓ ଉପଜିଲ୍ଲାପାଳ, ବୁଗୁଡା ତହସିଲଦାର ଓ ଥାନାଧିକାରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବନ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ

