ଭାରତ ସରକାରଙ୍କ ଦ୍ୱାରା ସ୍ୱତନ୍ତ୍ର ପ୍ରଚାର କାର୍ଯ୍ୟକ୍ରମ ବାଲେଶ୍ୱରରେ ଅନୁଷ୍ଠିତ …

ଜଳେଶ୍ୱର (ସମୃଦ୍ଧ ଓଡିଶା) କ୍ଷେତ୍ର ଜନସଂପର୍କ କାର୍ଯ୍ୟାଳୟ ବାଲେଶ୍ୱର ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ, ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ପ୍ରଚାର କାର୍ଯ୍ୟକ୍ରମ ୨୦୧୮-୧୯ ଜଳେଶ୍ୱର ବ୍ଲକ ସମ୍ମିଳନୀ କକ୍ଷରେ୧୫ ତାରିଖ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି । ବାଲେଶ୍ୱର ଜିଲ୍ଲା କ୍ଷେତ୍ର ପ୍ରଚାର ଅଧିକ୍ଷ କଖଗେଶ ବାଇପାଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଳେଶ୍ୱର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ବ୍ରାଞ୍ଚ ମ୍ୟାନେଜର ହରିଶ ରାଉତ, ବିପିଏମ୍ ପ୍ରମୁଖଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଜଳେଶ୍ୱର ବ୍ଲକରଏସ୍.ଏସ୍.ଜି ଗ୍ରୁପ ଏବଂ ମହିଳା ସଂଗଠନର କର୍ମୀମାନେଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ରିପୋର୍ଟ : ବିଭୁତି କୁମାର ପରିଡା