

ସୋରଡ଼ା (ସମୃଦ୍ଧ ଓଡିଶା) ସୋରଡ଼ା ବଡଦାଣ୍ଡ ଠାରେ ମା କନ୍ଧୁଣି ଦେବୀଙ୍କ ମହୋତ୍ସବ ଉଦଯାପିତ ହୋଇଯାଇଛି । ଏହି ଉଦଯାପିତ ଉତ୍ସବରେ ଵିଜ୍ଞାନ ଓ କାରିଗର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଗୋପାଳପୁର ବିଧାୟକଡ ପ୍ରଦୀପ ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ସୋରଡ଼ା ବିଧାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

