

ଢେଙ୍କାନାଳ (ସମୃଦ୍ଧ ଓଡିଶା) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଅବସରରେ ସେବା ସପ୍ତାହ ପାଳନର ପ୍ରଥମ ଦିନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଢେଙ୍କାନାଳ କାବେରା ଗ୍ରାମପଞ୍ଚାୟତର ଚିରୁଳେଇ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଢେଙ୍କାନାଳ ପୂର୍ବତନ ବିଧାୟକ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବହୁ ବ୍ୟକ୍ତି ଓ କର୍ମୀ ଅଂଶ ଗ୍ରହଣ କରିଥିଲେ ।
