

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସ୍ୱାସ୍ଥ୍ୟ ବିଭଗ ପକ୍ଷରୁ ୧୦ମ ଶ୍ରେଣୀ ଛାତ୍ରୀମାନଙ୍କୁ ଡିପଥେରିଆ ଓ ଟିଟାନସ (TD) ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ଦେହୁରୀଙ୍କ ଉପସ୍ଥିତିରେ ଅଂଶ ଗ୍ରହଣ କରି ସମସ୍ତ ଛାତ୍ରୀଙ୍କୁ ଟୀକା ପ୍ରଦାନ କରି କାର୍ଯ୍ୟକ୍ରମକୁ ସମାପନ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି