

ଆସିକା (ସମୃଦ୍ଧ ଓଡିଶା) ଆସିକା ଠାରେ ୧୦୮ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞର ପ୍ରଥମ ପର୍ବ ଓ ପବିତ୍ର ଭୁମି ପୂଜନ ସମାରୋହ ଏବଂ ଦେବ ଦମ୍ପତି ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆସ୍କା ଲୋକସଭା ସାଂସଦ ପ୍ରମିଳା ବିଷୋୟି, ବିଧାୟିକା ଆସ୍କା, ବିଧାୟକ ସୋରଡା ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହି ଅବସରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଭକ୍ତ ଗଣ ମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

