

ଛତ୍ରପୁର (ସମୃଦ୍ଧ ଓଡିଶା) ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଶାଳ ମହିଳା ସମାବେଶ ଟାଙ୍ଗଣପଲ୍ଲୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଓଡିଶା କୃଷି ବିପଣନ ନିଗମ ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା, ପୂର୍ବତନ ବିଧାୟକ ଆଦିକନ୍ଧ ସେଠି ଓ ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଯୋଗ ଦେଇଥିଲେ l

