

ପୋଲସରା (ସମୃଦ୍ଧ ଓଡିଶା) ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ହାତୀଓଟ ଗ୍ରାମପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟ ଠାରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏଥିରେ ଆଦର୍ଶ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପଞ୍ଚାୟତର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ

