

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଭୁବନେଶ୍ୱର ଭଞ୍ଜକଳା ମଣ୍ଡପ ଠାରେ ଉତ୍କଳ ମିଥାଳି ସମାଜ ତରଫରୁ ବିଦ୍ୟାପତି ସ୍ମୁତିପର୍ବ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମିଥାଳି ସମାଜର ବିଦ୍ୱାନ ବ୍ୟକ୍ତିମାନେ ଓ ଗୋପାଳପୁର ବିଧାୟକ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀ, ବଡ଼ଚଣା ବିଧାୟକ ଅମର ଶତପଥୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଭୂପତି କୁମାର ପରିଡା

