

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଋଖାକଣା ଗ୍ରାମରେ ଶ୍ରୀ ରାଧାକୃଷ୍ଣ ଯୁବ ନାଟ୍ୟ ସଂସଦ ଦ୍ୱିତୀୟ ଅବଦାନରେ ଭିନ୍ନ ଏକ ସାମାଜିକ ନାଟକ “ଦୁଃଖ ସରିବନି ମରିବା ଯାଏଁ ” ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଅବସରରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ, ସରପଞ୍ଚ ସମିତିସଭ୍ୟ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ ଓ ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
