

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ସ୍ଥିତ ସଂସ୍କୃତି ଭବନ ଠାରେ ଋଷିକୂଲ୍ୟା ରୟତ ମହାସଭା ତରଫରୁ ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ଓ ପଶୁ ସମ୍ପଦ ମନ୍ତ୍ରୀ ଅରୁଣ କୁମାର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଓ କୃଷକ ଭାଇ ମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା





