
ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ସୂଚନା ଯେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ କ୍ୟାନ୍ସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ଏବଂ ଗତକାଲି ବିଳମ୍ବିତ ରାତିରେ ସେଠାରେ ତାଙ୍କ ପରଲୋକ ଘଟିଛି । ସେ ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ପ୍ରଶଂସା ସାଉଁଟିଥିଲେ ରାଜେଶ୍ୱରୀ । ଆଜି ତାଙ୍କ ପରଲୋକ ଘଟିଥିବାରୁ ଶୋକର ଛାୟା ଖେଳି ଯାଇଛି ।
ରିପୋର୍ଟ : ଅମୃତ ନନ୍ଦ