

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଶାରୀରିକ ଅକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଜାତୀର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ କରାଯିବା ସହ ସମର୍ଥ ମାନସିକ ଅନଗ୍ରସର ଓ ମସ୍ତିସ୍କ ପକ୍ଷାଘାତ ପିଲାମାନଙ୍କ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶାରୀରିକ ଅକ୍ଷମ କଲ୍ୟାଣ ମହାସଂଘର କର୍ମୀ, ଛାତ୍ରଛାତ୍ରୀ ମାନଙ୍କ ସମେତ ବହୁ ଅଭିଭାବକ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା