ଚନ୍ଦ୍ରଭାନୁ ଶତପଥୀଙ୍କ ରଚିତ ଶ୍ରୀଗୁରୁ ଭାଗବତର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସମୃଦ୍ଧଓଡିଶା) ଆଜି ସ୍ବସ୍ତି ପ୍ରିମିୟମ ହୋଟେଲ ସଭା କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀଙ୍କ ରଚିତ ଶ୍ରୀଗୁରୁ ଭାଗବତର (ଓଡ଼ିଆ) ନବମ ଖଣ୍ଡ ଲୋକାର୍ପିତ କରୁଛନ୍ତି।

ରିପୋର୍ଟ : ରଜତ ମହାପାତ୍ର