

ପୋଲସରା (ସମୃଦ୍ଧ ଓଡିଶା) ମା ସିଂହାସନୀ ଭଲି ବଲ ସଂଘ ଦ୍ୱାରା ଆୟୋଜିତ ତିରୁ ମେମୋରିଆଲ ଜିଲ୍ଲାସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ପୋଲସରା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ଜ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।ଏହାହା ଆସ୍କା ସାଂସଦ ଶ୍ରୀମତି ପ୍ରମିଳା ବିଶୋଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସୋନମ ପୋଲେଇ, ପୋଲସରା ବିଡିଓ, ଆଇଆଇସିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଖେଳାଳି ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
