

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ନିକଟ ସତସଙ୍ଗ ବିହାର ପରମ ପେରମୟ ଶ୍ରୀ ଶ୍ରୀ ଠାକୁର ଅନୁକୁଳଚନ୍ଦ୍ରଙ୍କର ମନ୍ଦିର ପ୍ରତିଷ୍ଠାର ନବମ ବାର୍ଷିକ ସ୍ମୃତି ମହୋତ୍ସବ ହେବାକୁ ଥିବା ବେଳେ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଫାରସୟା ରେଡି । ଏଥିରେ ଆଗାମୀ ୨୨-୧୨-୨୦୧୯ ରବିବାର ଦିନ ଶ୍ରୀ ଶ୍ରୀ ଠାକୁର ଅନୁକୁଳଚନ୍ଦ୍ରଙ୍କର ମନ୍ଦିର ପ୍ରତିଷ୍ଠାର ନବମ ବାର୍ଷିକ ଉତ୍ସବ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ନିଷ୍ପତି ନିଆଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କମିଟିର କର୍ମକର୍ତ୍ତା କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା