

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡା ଗ୍ରାମପଞ୍ଚାୟତ ପରିସରରେ ଗ୍ରାମପଞ୍ଚାୟତ ପାଠାଗାରକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉଦଘାଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଦକ୍ଷା, ଜିଲ୍ଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ଗ୍ରାମବାସୀ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
