Sambalpur(ପଶ୍ଚିମାଞ୍ଚଳ ଖବର) ଢେଙ୍କାନାରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ… ସମୃଦ୍ଧ ଓଡିଶା January 24, 2019 1 min read Share this:FacebookX ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ନାରା ଦେଇ ସହର ପରିକ୍ରମା କରିଥିଲେ । ଏଥିରେ ବହୁ ସଂଖ୍ୟାରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ରିପୋର୍ଟ : ଶୁଭମ କୁମାର ପାଣି Like this:Like Loading... Continue Reading Previous: କେଦାରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ଜୟନ୍ତୀ ପାଳିତ…Next: କେ.ନୂଆଗାଁ ଥାନା ଅଧିକାରୀଙ୍କ ବିରୁଦ୍ଧରେ ବିଜେପି ପକ୍ଷରୁ ବିକ୍ଷୋଭ ସହ ଡ଼ିଆଇଜିଙ୍କୁ ସ୍ମାରକପତ୍ର ପ୍ରଦାନ… Related Stories 1 min read Education Sambalpur(ପଶ୍ଚିମାଞ୍ଚଳ ଖବର) ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ସମୃଦ୍ଧ ଓଡିଶା February 22, 2025 1 min read Bhubaneswar Important News Sambalpur(ପଶ୍ଚିମାଞ୍ଚଳ ଖବର) ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର : ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ମିଶି ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ସମୃଦ୍ଧ ଓଡିଶା February 21, 2025 1 min read Education Sambalpur(ପଶ୍ଚିମାଞ୍ଚଳ ଖବର) ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ ସମୃଦ୍ଧ ଓଡିଶା February 21, 2025