

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଆଜି ୮୪ ତମ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମହାନ ଉତ୍କଳ ଦିବସ । ଏହି ସେହି ଏପ୍ରିଲ ପହିଲା,୧୯୩୬ ମସିହାରେ ଭାଷା ଭିତ୍ତିରେ ଖଣ୍ଡ ବିଖଣ୍ଡିତ ଓଡିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ରୂପେ ଗଠନ କରି ମାନ୍ୟତା ମିଳିଥିଲା । ଏହି ଅବସରରେ ଢେଙ୍କାନାଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି ।
ରିପୋର୍ଟ : ଶୁଭମ କୁମାର ପାଣି




