

ଢେଙ୍କାନାଳ (ସମୃଦ୍ଧ ଓଡିଶା) ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତରେ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀ ସଦର ବ୍ଲକର ସମସ୍ତ ସମିତି ସଭ୍ୟ, ସରପଞ୍ଚ ଏବଂ ବ୍ଲକ ଷ୍ଟାପଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ଲକ୍ଷ ୩୧ହଜାର ଟଙ୍କା ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି । ଏହାକୁ ବୁଦ୍ଧିଜୀବୀକୁ ମହଲରେ ପ୍ରଶଂସା କରାଯାଇଛି ।
ରିପୋର୍ଟ : ସଞ୍ଜୟ କୁମାର ପଣ୍ଡା