

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳର ଗୋଷ୍ଠୀ ଶିକ୍ଷା ଅଧିକାରୀ ନିତ୍ୟାନନ୍ଦ ବାରିକ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସଙ୍କର୍ଷଣ ଶତପଥୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ସାହୁ, ବରିଷ୍ଠ ସାମ୍ବାଦିକ ଶିଶିର କୁମାର ଶତପଥୀ, ବଣସିଂହ ଗ୍ରାମପଂଚାୟତର ସରପଂଚ କପିଳ ଚନ୍ଦ୍ର ଘଡେଇ, ସଭାପତି ଭାବେ ବିଦ୍ୟାଳୟର ପରିଚାଳନା କମିଟି ନିରାକାର ପୁହାଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି



