

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳର ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ “କୃମି ଦିବସ” ପାଳନ କରାଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନ ଖାଇବା ପରେ କୃମି ବଟିକା ଦିଆଯାଇଥିଲା । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶିମତି ନାସୀମାରି ବେଗମ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି

