

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସ୍ଥିତ ଗୋସାଇଁନୂଆଗାଁ କେ.ସି. ହାଇସ୍କୁଲ ଖେଳ ପଡିଆ ଠାରେ ତ୍ରୟୋଦଶ ଗଞ୍ଜାମ ଜିଲ୍ଲା ପୁସ୍ତକ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ, ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

