

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଶ୍ରୀ ଦୀପକ ପଟ୍ଟନାୟକ ଓ ଶ୍ରୀ ବିଶ୍ୱଜିତ ପାତ୍ରଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସ ଦଳରୁ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ନିଲମ୍ବିତ କରିଛନ୍ତି ବୋଲି ଏକ ପ୍ରେସ ଇସ୍ତାହାର ମାଧ୍ୟମରେ ପ୍ରଦେଶ କଂଗ୍ରେସ ଉପସଭାପତି ଡ଼. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

Good news