

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ଉପାଧ୍ୟକ୍ଷା, ଏବିଓ, ବ୍ଲକ ସ୍ତରୀୟ ଶିକ୍ଷକ, ଶିକ୍ଷୟିତ୍ରୀ ଛାତ୍ର ଛାତ୍ରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

