

ପୋଲସରା (ସମୃଦ୍ଧ ଓଡିଶା) ପବିତ୍ର ମହାଶିବରାତ୍ରି ଉପଲକ୍ଷେ ପୋଲସରା ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଠାରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହାସହ ବହୁ ଓମ ଶାନ୍ତି ଭକ୍ତଗଣମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

