

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ପାରଳାଖେମୁଣ୍ଡିରେ ବସ୍ତି ସୁରକ୍ଷା ମଞ୍ଚ ପକ୍ଷରୁ ଜମ୍ମୁକାଶ୍ମୀର ସ୍ଥିତ ଫୁଲୱାମା ଠାରେ ଆତଙ୍କବାଦୀଙ୍କ ଦ୍ୱାରା ଶହିଦ ହୋଇଥିବା ଯବାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ ସହ ସହିଦ ଯବାନଙ୍କ ପାଇଁ କ୍ୟାଣ୍ଡଲ ଜାଳି ଏକ ଶୋଭାଯାତ୍ରା କରାଯାଇଥିଲା । ଏଥିରେ ବହୁ ବ୍ୟକ୍ତି ଅଂଶ ଗ୍ରହଣ କରିଛନ୍ତି ।
ରିପୋର୍ଟ : କୃଷ୍ଣ କୁମାର ବେହେରା