ପୋଲସରାରେ ମା ଠାକୁରାଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ …

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମନଶିଳା ଗ୍ରାମପଞ୍ଚାୟତର ଖେଳ ପଡିଆଠାରେ ମା ଠାକୁରାଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା  ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏଥିରେ ପୋଲସରା ବ୍ଲକ ଅଧ୍ୟକ୍ଷ, ବିଜୁ ଶ୍ରମିକ ସାମୁଖ୍ୟ ସଂପାଦକ, ସରପଞ୍ଚ, ସମିତି ସଭ୍ୟ, ଉଭୟ ଦଳର ଖେଳାଳୀ ତଥା ଗ୍ରାମବାସୀ ଉପସ୍ଥିତ ରହିଥିଲେ ।

ରିପୋର୍ଟ : ନିମାଇଁ ଚରଣ ପଣ୍ଡା