

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମା ସିଂହାସନୀ ପୀଠ ଠାରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ୧ କୋଟି ୫୦ ଲକ୍ଷ ବ୍ୟୟର ଅନ୍ତଃନିର୍ମାଣ, ଉନ୍ନତିକରଣ ଓ ସର୍ବ ସାଧାରଣ ଯାତ୍ରୀନିବାସକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉଦଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରପଞ୍ଚ, ଜେଇ ଓ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

