

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ବୟେସ କମନ ରୁମକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉଦଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଦକ୍ଷା ଏବଂ ମହାବିଦ୍ୟାଳୟର ପ୍ରିନ୍ସିପାଲ, ଅଧ୍ୟାପକ, ଅଧ୍ୟାପିକା ଓ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
