

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ମିଟିଙ୍ଗ ହଲ ଠାରେ “ଆବାସ”ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୦୦ ଜଣ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ ଓ ହିତାଧିକାରୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
