

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବିଧାୟକ ଭାବେ ବିଜେଡି ପ୍ରାର୍ଥୀ ଶ୍ରୀକାନ୍ତ ସାହୁ ଦ୍ଵିତୀୟ ଥର ନିର୍ବାଚିତ ହୋଇ ବିଜୟୀ ହାସଲ କରିଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ଗୋକୁଳାନନ୍ଦ ମଳିକଙ୍କୁ ୧୨୭୩୯ ଭୋଟରେ ପରାସ୍ତ କରି ବିଜୟ ହୋଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା