

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ବିବେକାନନ୍ଦ ପବ୍ଲିକ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଗଞ୍ଜାମ ଜିଲ୍ଲାର ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବୁଗୁଡା ତହସିଲଦାରଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

