

ପୋଲସର (ସମୃଦ୍ଧ ଓଡିଶା) ପୋଲସରା ମେଡିକାଲ ପରିସରରେ ଆହାର କେନ୍ଦ୍ରକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଭିତ୍ତପ୍ରସ୍ତର ସ୍ଥାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ଏନଏସି କାର୍ଯ୍ୟନିର୍ବାହି ଅଧିକାରୀ, ବିଡ଼ିଓ, ଏଇ, ଜେଇଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା